କଠିନ ବର୍ଜ୍ୟବସ୍ତୁ ପରିଚାଳନା ବିଷୟରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ
ନୟାଗଡ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ନୟାଗଡ ଜିଲ୍ଲା ଓ ଦୌରାଜଜ ତଥା ଅଧକ୍ଷ୍ୟା, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀମତୀ ଅଳନ୍ତା ଷଡଙ୍ଗୀଙ୍କ ନିର୍ଦେଶରେ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ୱାବଧାନରେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଚିକିତ୍ସାଳୟ ର ସମସ୍ତ କର୍ମଚାରୀ ମାନଙ୍କୁ ନେଇ କଠିନ ବର୍ଜ୍ୟ ପରିଚାଳନା ବିଷୟରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ଦଣ୍ଡପାଣି ସ୍ୱାଇଁ, ରମେଶ ଚନ୍ଦ୍ର ମହାରଣା,
