କଟକ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ସୁଭଦ୍ରା ଟ୍ରକ ମାଲିକ ମହାସଂଘ ଓଡିଶାର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା,ମାନ୍ୟବର ଆଇନ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ,ମାନ୍ୟବର ଇସ୍ପାତ କମର୍ସ ଓ ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତିଭୂଷଣ ଜେନା ଏବଂ ପରିବହନ କମିଶନର ଶ୍ରୀଯୁକ୍ତ ଅମିତାଭ ଠାକୁରଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟ ମୂଳକ ସାକ୍ଷାତ କରି ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧି ଯୋଗୁଁ,ରାଜ୍ୟରେ ସାଧାରଣ ଟ୍ରକ ମାଲିକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଦର୍ଶାଇ,
