ନୟାଗଡ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ ସହରର ମୁରବୀ ସ୍ଥାନିୟ ବ୍ୟକ୍ତି ଶେଖର ରଥଙ୍କର (୯୩) ବର୍ଷ ବୟସରେ ସ୍ଥାନିୟ ନୁଆରାଜବାଟି ସ୍ଥିତ ବାସ ଭବନରେ ବାର୍ଦ୍ଧକ୍ୟ ଜନିତ ରୋଗରେ ସୋମବାର ବିଳମ୍ବିତ ରାତ୍ରରେ ପରଲୋକ ହୋଇ ଯାଇଛି | ଜଣେ ଧର୍ମ ପରାୟଣ, ଉଦାର ଚେତା ମଣିଷ ଭାବେ ସମଗ୍ର ନୟଗଡରେ ତାଙ୍କର ସୁନାମ ଥିଲା|ତାଙ୍କ ପରଲୋକରେ ସହରରେ ଶୋକର ଛାଇ ଖେଳିଯାଇଛି |
