ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ ବୈଠକ ଗୃହ ଠାରେ ସାଧାରଣ ପାରିଷଦ ବୈଠକ ପାରଳାଖେମୁଣ୍ଡି ପୌରପରିଷଦ ର ଅଧ୍ୟକ୍ଷା ନିର୍ମଳା ସେଠୀ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି, ଏହି ବୈଠକ ରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ଭାବରେ ଆଦର୍ଶ ଦାସ ଯୋଗଦେଇଥିଲେ ,

