ପୂର୍ଣ୍ଣିମା ତ୍ରିପାଠୀ ହେଲେ ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ

ନୟାଗଡ  (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ ବ୍ଳକ୍ ଅନ୍ତର୍ଗତ ଗୋବିନ୍ଦପୁର ସ୍ଥିତ ହାଇସ୍କୁଲର ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ପୂର୍ଣ୍ଣିମା ତ୍ରିପାଠୀ ବୁଧବାର ପୂର୍ବାହ୍ନରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରି ଉପସ୍ଥିତ ରହି ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଛ ପ୍ରଦାନ,

ପୂର୍ବକ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ଥିଲେ ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତି ତ୍ରୀପାଠୀ ବିଦ୍ୟାଳୟର ସାମଗ୍ରୀକ ବିକାଶ ପାଇଁ ସମସ୍ତଙ୍କ ସହଜୋଗ କାମନା କରିବା ସହ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରିଥଲେ ଏଥିପୂର୍ବରୁ ଶ୍ରୀମତୀ ତ୍ରୀପାଠୀ ନୟାଗଡ ସହରସ୍ଥିତ ମ୍ୟୁନିସପାଲିଟି ଉଚ୍ଚବିଦ୍ୟାଳୟରେ ବହୁ ବର୍ଷ ଧରି କାର୍ଯ୍ୟରତ ଥିଲେ l 

Exit mobile version