କଟକ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ ଆସିଲା ପୋଷ୍ଟମର୍ଡମ ରିପୋର୍ଟ । ଶବ ବ୍ୟବଚ୍ଛେଦ ରିପୋର୍ଟରେ ରହିଛି ଚାଞ୍ଚଲ୍ୟକର ତଥ୍ୟ। ଶ୍ୱାସରୁଦ୍ଧ ଯୋଗୁଁ ବିୟୁଟି ମହାନ୍ତିଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି । ଯାହାକୁ ନେଇ ଆଇଆଇସିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ । କିଭଳି ସ୍ଥିତିରେ ସେ ଶ୍ବାସରୁଦ୍ଧ ହେଲେ ।

