ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି
ଶ୍ରୀଜଗନ୍ନାଥଙ୍କ ଅଣସର ପରର ଦୁଇଟି ତାତ୍ପର୍ଯ୍ୟପୂର୍ଣ୍ଣ ନୀତି ହେଉଛି ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ l ଅଣସର ପରେ ପ୍ରଥମେ ନବଯୌବନ ଦର୍ଶନ ଓ ତା’ ପରେ ନେତ୍ରୋତ୍ସବ ହୋଇଥାଏ l ନବଯୌବନ ଦର୍ଶନ ପୂର୍ବରୁ ଅଣସର ତାଟିରେ ପୂଜିତ ପଟଦିଅଁମାନଙ୍କୁ ବିସର୍ଜନ କରି ଦିଆଯାଏ l ତାଟି ସମ୍ମୁଖରେ, ଖଟ ଉପରେ ପୂଜିତ ସାତ ଦେବଦେବୀଙ୍କୁ ସ୍ୱସ୍ଥାନକୁ ନେଇ ନିଆଯାଇ, ତାଟି ଖୋଲି ଦିଆଯାଏ l ପଟରେ ଆରୋପିତ ଦେବତା ପୁଣି ଦାରୁ ବିଗ୍ରହଙ୍କ ମଧ୍ୟକୁ ଫେରି ଆସନ୍ତି l
Related Content
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା
by
Proprietor Abhimanyu Maharana
September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ
by
Proprietor Abhimanyu Maharana
September 11, 2026
ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ
by
Proprietor Abhimanyu Maharana
September 11, 2026
ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ
by
Proprietor Abhimanyu Maharana
September 11, 2026
ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା
by
Proprietor Abhimanyu Maharana
September 11, 2026