ପୁରୀ (ଓଡିଶା ତାଜାନ୍ୟୁଜ ) (ନି.ପ୍ର) ପୁରୀ :- ଚଳିତ ରଥଯାତ୍ରା ଅବସରରେ ଭାରତୀୟ ସୁଟର ପଦ୍ମଶ୍ରୀ ଗଗନ ନାରଙ୍ଗ ଶ୍ରୀଜୀଉମାନଙ୍କୁ ଆଡପ ମଣ୍ଡପ ରେ ଦର୍ଶନ କରିଛନ୍ତି । ଦର୍ଶନ ପରେ ନିଜ ପ୍ରତିକ୍ରିୟା ରେ ମହାପ୍ରଭୁଙ୍କୁ ଦର୍ଶନ କରି ସେ ନିଜକୁ ଧନ୍ୟ ମନେ ଭବୁଛନ୍ତି ବୋଲି କହିବା ସହ ଏହି ଅନୁଭବ ସାରା ଜୀବନ ଆଛାଦିତ କରି ରଖିଥିବ ବୋଲି ଭାବ ବିହ୍ବଳ କଣ୍ଠରେ କହିଥିଲେ l

