ଖୋରଧା-ଜଟଣୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ସୁରକ୍ଷିତ ଏବଂ ସୁଚାରୁ ରେଳ ଚଳାଚଳ ସୁନିଶ୍ଚିତ କରିବା ଦିଗରେ ନିଜର ନିଷ୍ଠା,ସତର୍କତା ଏବଂ ଉଲ୍ଲେଖନୀୟ ଯୋଗଦାନ ପାଇଁ ଖୋର୍ଦ୍ଧାରୋଡ୍ ଡିଭିଜନର ୯ ଜଣ ରେଳ କର୍ମଚାରୀଙ୍କୁ ସୁରକ୍ଷା ପୁରସ୍କାରରେ ସମ୍ମାନିତ କରାଯାଇଛି । ଖୋର୍ଦ୍ଧାରୋଡ୍ର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ଏହି ପୁରସ୍କାର ପ୍ରଦାନ କରିଛନ୍ତି ।
