Home ଓଡ଼ିଶା ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ by Proprietor Abhimanyu Maharana 2 months ago Share on FacebookShare on TwitterWhatsapp ପୁରୀ (ଓଡିଶା ତାଜାନ୍ୟୁଜ) ନି. ପ୍ର :- ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା ଜ୍ୟୋତିର୍ମୟୀ ନାୟକ ଙ୍କୁ ପୁରୀ ର ବରିଷ୍ଟ ସାମ୍ବାଦିକ ବିଜୟ ମିଶ୍ର, ସୁଧାଂଶୁ ଶେଖର କର, ଅନିମେଶ ପଟନାୟକ, ଅକ୍ଷୟ ସ୍ୱାଇଁ, ଦିବ୍ୟରଞ୍ଜନ ବିଶୋଇ ଙ୍କ ପକ୍ଷ ରୁ ଅନେକ ଶୁଭେଚ୍ଛା, ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି l ସେ ଏହି ପୁରସ୍କାର ପାଇବା ପାଇଁ ଶ୍ରୀଜଗନ୍ନାଥ ଙ୍କୁ ଦୀପଦାନ କରିଥିଲେ l ନିଷ୍ଠା, ଚେଷ୍ଟା, ପରିଶ୍ରମ, ଲୟ ଓ ଧର୍ଯ୍ୟ ଯୋଗୁଁ ଏହି ସଫଳତା ମିଳିଲା l ପୁରୀ କୁ ଶ୍ରୀଜଗନ୍ନାଥ ଙ୍କ ଦର୍ଶନ ପାଇଁ ଆସିଲେ ସମ୍ବର୍ଦ୍ଧିତ କରାଯିବ l Categories: ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍ Related Content ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ by Proprietor Abhimanyu Maharana September 11, 2026 ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର "ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ" ଭାବେ ସମ୍ମାନିତ by Proprietor Abhimanyu Maharana September 11, 2026 ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ by Proprietor Abhimanyu Maharana September 11, 2026 ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ by Proprietor Abhimanyu Maharana September 11, 2026 ପ୍ରବାସୀ ଓଡ଼ିଆ ଡାଟା ବ୍ୟାଙ୍କ ଉନ୍ମୋଚନ ପାଇଁ ବ୍ୟାପକ ପ୍ରସ୍ତୁତି by Proprietor Abhimanyu Maharana September 11, 2026 Hectic Preparations on to launch Prabasi Odias Data Bank by Proprietor Abhimanyu Maharana September 11, 2026