ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ସଦଭାବନା ସଭାଗୃହରେ ବୁଧବାର ଜିଲ୍ଲାସ୍ତରୀୟ RMNCAH+N (ପ୍ରଜନନ ସ୍ୱାସ୍ଥ୍ୟ, ମାତୃ ସ୍ୱାସ୍ଥ୍ୟ, ଶିଶୁ ସ୍ୱାସ୍ଥ୍ୟ, କିଶୋର ସ୍ୱାସ୍ଥ୍ୟ ଏବଂ ପୃଷ୍ଟି ପୋଷଣ ସ୍ୱାସ୍ଥ୍ୟ) କାର୍ଯ୍ୟକ୍ରମର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ସ୍ୱାଇଁ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ,
