Home ଓଡ଼ିଶା ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ by Proprietor Abhimanyu Maharana 59 minutes ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଭାରତ ର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡିଶା ଗ୍ରସ୍ତ ରେ ଆସିଛନ୍ତି l ଏହି ଅବସର ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼ଃ. ଅରବିନ୍ଦ ପାଢ଼ୀ ରାଷ୍ଟ୍ରପତି ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ l ରାଷ୍ଟ୍ରପତି ମହୋଦୟା ଘୋଷଯାତ୍ରାର ରଥତ୍ରୟର ଗୋଟିଏ ଲେଖାଏଁ ପବିତ୍ର ଚକକୁ ରାଷ୍ଟ୍ରପତି ଭବନରେ ସ୍ଥାପନ କରିବା ପାଇଁ ସହମତି ପ୍ରଦାନ କରିଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦ ଓ ଗୌରବର ବିଷୟ ବୋଲି ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି l Categories: ଓଡ଼ିଶା, ପୁରୀ, ହୋମ୍ Related Content ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ by Proprietor Abhimanyu Maharana August 4, 2026 କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ by Proprietor Abhimanyu Maharana August 4, 2026 ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ by Proprietor Abhimanyu Maharana August 4, 2026 ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana August 4, 2026 ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା : ଡିଏଫ୍ଓ ବରିଷ୍ଠ ଆଇଏଫଏସ ଅଧିକାରୀ ସଂଗ୍ରାମ ବେହେରା ସସପେଣ୍ଡ by Proprietor Abhimanyu Maharana August 4, 2026 ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ by Proprietor Abhimanyu Maharana August 4, 2026