ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟାଳୟ ଠାରେ ୮୦ ତମ ସ୍ୱାଧୀନତା ଦିବସ ମହାସମାୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ଶ୍ରୀ ନୃସିଂହ ଚରଣ ରଥ

ଯୋଗ ଦେଇ ଜାତୀୟ ପତାକା ଉତ୍ତଳନ କରିଥିଲେ ବକ୍ସି ସାହି ସ୍ଥିତ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟାଳୟ ଠାରୁ ସଭାପତି ଶ୍ରଯୁକ୍ତ ରଥଙ୍କ ନେତୃତ୍ୱରେ ଏକ ତ୍ରିରଙ୍ଗା ପତାକା ହାତରେ ଧରି ସହର ପରିକ୍ରମା କରିଥିଲେ l ପରିଶେଷରେ ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ବିନୋଦ ବିହାରୀ ପଣ୍ଡା ଧାନ୍ୟବାଦ ଅର୍ପଣ କରିଥିଲେ l

Exit mobile version