ଓଡ଼ିଶା ତାଜା ନ୍ୟୁଜ (୩ ଅକ୍ଟୋବର ଶନିବାର) ଦିଲ୍ଲୀ :- ୨୦୧୨ ଦିଲ୍ଲୀ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲା ଲଢ଼ିଥିବା ଓକିଲ ସୀମା ଏନେଇ ସ୍ପଷ୍ଟ କରିଛନ୍ତି । ପ୍ରକାଶଥାଉ କି ନିର୍ଭୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଇଥିଲା । ହାଥ୍ରସରେ ପୀଡ଼ିତାଙ୍କ ପରିବାରକୁ ଭେଟିବା ଲାଗି ଗୁରୁବାର ସେ ଯାଇଥିବାବେଳେ ପୋଲିସ ତାଙ୍କୁ ଅନୁମତି ଦେଇ ନ ଥିଲା । ପୀଡ଼ିତାଙ୍କ ପରିବାରର ଅନୁରୋଧକୁ ଏଡ଼ାଇ ଯାଇପାରିବନାହିଁ ବୋଲି ସୀମା କହିଛନ୍ତି । ପୀଡ଼ିତାଙ୍କ ଭାଇଙ୍କ ସହ ଯୋଗାଯୋଗରେ ଥିବା ସେ ପ୍ରକାଶ କରିଛନ୍ତି ।
ହାଥ୍ରସ ଗଣ ବଳାତ୍କାର ଓ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ସପକ୍ଷରେ ମାମଲା ଲଢ଼ିବେ – ସୀମା କୁଶଓ୍ବାହ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ
by
Proprietor Abhimanyu Maharana
September 29, 2026
"ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ
by
Proprietor Abhimanyu Maharana
September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ
by
Proprietor Abhimanyu Maharana
September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା
by
Proprietor Abhimanyu Maharana
September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ
by
Proprietor Abhimanyu Maharana
September 29, 2026
ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
by
Proprietor Abhimanyu Maharana
September 29, 2026