ଆଇନ ମନ୍ତ୍ରି, ସାଂସଦ ଓ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ସ୍ୱାସ୍ଥ୍ୟ ଓ ବାଣିଜ୍ୟ ବ୍ୟବସ୍ଥା ସୃଦୃଢ଼ ହେବା ସହ ଗମନାଗମନ ସୁଗମ ଏବଂ ସାମଗ୍ରିକ ବିକାଶ ତ୍ୱରାନ୍ୱିତ ହେବ. ଏଥିସହ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ସ୍ଥାନୀୟ ବିଧାୟକ ଓ ସାଂସଦଙ୍କ ଉଦ୍ୟମକୁ ଖଣ୍ଡପଡ଼ା ଓ ଭାପୁର ଅଞ୍ଚଳବାସୀ ଭୁୟସୀ ପ୍ରଶଂସା କରିଅଛନ୍ତି !. କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଉଦ୍ୟମରେ ବିକାଶର ଧାରା ଆଗେଇଚାଲିଛି. ଭାପୁର ବ୍ଲକ ଅଞ୍ଚଳର ଜନସାଧାରଣମାନଙ୍କର ବହୁଦିନର ପ୍ରତୀକ୍ଷା ଓ ଦାବି ପୂରଣ ହୋଇବ ବୋଲି ସାଂସଦ ଶ୍ରୀ ମହତାବ ତାଙ୍କ ବକ୍ତବ୍ୟରେ କହିଥିଲେ !
- Categories: ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
Related Content
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ - ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ
by
Proprietor Abhimanyu Maharana
October 31, 2026
ମାଲକାନଗିରିରେ ‘ଶୌର୍ଯ୍ୟ କାଫେ’ର ଶିଳାନ୍ୟାସ: ଅମର ଶହୀଦଙ୍କୁ ଜିଲ୍ଲା ପ୍ରଶାସନର ବିନମ୍ର ଶ୍ରଦ୍ଧାଞ୍ଜଳି
by
Proprietor Abhimanyu Maharana
October 31, 2026
ବାତ୍ୟା ‘ଅର୍ଣ୍ଣବ’ର କରାଳ ରୂପ : ଭୂସ୍ଖଳନରେ ଦମ୍ପତିଙ୍କ ସହ ୭ ମାସର ଶିଶୁପୁତ୍ରର ମୃତ୍ୟୁ
by
Proprietor Abhimanyu Maharana
October 31, 2026
କନ୍ଧମାଳର ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ସରକାରୀ ମେଡିକାଲ କଲେଜ ପଦକ୍ଷେପ : ରାଇକିଆରେ ଡାକ୍ତରୀ ଦଳ ନିୟୋଜିତ
by
Proprietor Abhimanyu Maharana
October 31, 2026
ଯାତ୍ରୀବାହୀ ବସ୍ରେ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ : ୩ ମହିଳାଙ୍କ ସମେତ ୪ ଗିରଫ, ପୁଷ୍ପରାଜ ବସ୍ ଜବତ
by
Proprietor Abhimanyu Maharana
October 31, 2026
ବାତ୍ୟା ‘ଅର୍ଣ୍ଣବ’ରେ ଫସଲ କ୍ଷୟକ୍ଷତି ଆକଳନ ଆରମ୍ଭ, : କୃଷି ଅଧିକାରୀଙ୍କ ସହ ସାଂସଦଙ୍କ ପ୍ରତିନିଧିଙ୍କ କ୍ଷେତ୍ର ପରିଦର୍ଶନ
by
Proprietor Abhimanyu Maharana
October 31, 2026