ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ପ୍ରତ୍ୟେକ ବ୍ଳକର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା କାର୍ଯ୍ୟଳୟ, ନୟାଗଡ଼ ତରଫରୁ ବିଜ୍ଞାନ ପରିଦର୍ଶକ ଶ୍ରୀଯୁକ୍ତ ଶରତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଉମାକାନ୍ତ ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ଶେଖ୍ ଅଜିଜୁର୍ ରେହ୍ମାନ୍ ସଂଯୋଜନା କରିଥିଲେ ।
