ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ମୁକାବିଲା ନିମନ୍ତେ ଜିଲ୍ଲାପାଳଙ୍କ ଜରୁରୀକାଳୀନ ପ୍ରସ୍ତୁତି ବୈଠକ

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ମୁକାବିଲା ନିମନ୍ତେ ଆଜି ଅପରାହ୍ନରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା ।

 

ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗଦେଇ ବାତ୍ୟାର ସମ୍ଭାବ୍ୟ ପ୍ରଭାବର ମୁକାବି ଲା ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ ।

 

Exit mobile version