ଓଡ଼ିଶା ତାଜା ନ୍ୟୁଜ (୦୭ ଅକ୍ଟୋବର ବୁଧବାର ) ବେଗୁନିଆପଡା :- ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଗୁନିଆପଡା ବ୍ଲକ ଗ୍ରସ୍ତ କରିବା ସହ କେ.ବରିଡା ସ୍ଥିତ ଅମରେଶ୍ବର ମନ୍ଦିର ପରିସରରେ ନିର୍ମାଣାଧୀନ ପାର୍କର ଅଗ୍ରଗତିକୁ ଦେଖିବା ସହ ସଠିକ ଭାବରେ ଓ ସୌନ୍ଦର୍ଯ୍ୟପୂର୍ଣ୍ଣ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେବା ପାଇଁ ପ୍ରକାଶ କରିଥିଲେ l ମନରେଗା ଯୋଜନା ସହ ପଂଚାୟତ ପାଣ୍ଠିରୁ ଆସିଥିବା ଅନୁଦାନରେ ଏହା ନିର୍ମାଣ ହେବାକୁ ଥିବା ବେଳେ ଏହି କାର୍ଯ୍ୟ ଶୀଘ୍ର ସାରିବା ପାଇଁ ସହକାରୀ ଯନ୍ତ୍ରୀଙ୍କୁ କହିଥିଲେ l ଏହି କାର୍ଯ୍ୟକ୍ରମରେ ବିଡ଼ିଓ ବେଦବର ପ୍ରଧାନ, ସହକାରୀ ଯନ୍ତ୍ରୀ, ସ୍ଥାନୀୟ ସରପଞ୍ଚ ଚିତ୍ରସେନ ନାୟକଙ୍କ ସମେତ ମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । (ରିପୋର୍ଟ: ଶେଷଦେବ ସାହୁ/ ଗଞ୍ଜାମ ଜିଲ୍ଲା ବ୍ୟୁରୋ)
ଗଞ୍ଜାମ ଜିଲ୍ଲାପାଳଙ୍କ କେ.ବରିଡା ଗ୍ରସ୍ତ ; ନବ ନିର୍ମାଣାଧୀନ ପାର୍କ ପରିଦର୍ଶନ

- Categories: Uncategorized, ଓଡ଼ିଶା, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026