ଉପରାଷ୍ଟ୍ରପତି ଙ୍କର ରବୀନ୍ଦ୍ର ନାଥ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ନୂଆଦିଲ୍ଲୀ ଠାରେ ହୋଲି ଫାମିଲି ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ ଅବସରରେ ଉପରାଷ୍ଟ୍ରପତି ସି.ପି.ରାଧାକୃଷ୍ଣନ ହାଉଜ଼

ଖାସ ଜଗନ୍ନାଥ ମନ୍ଦିର ପରିଚାଳନା କରୁଥିବା ଶ୍ରୀ ନୀଳାଚଳ ସେବାସଂଘର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନଙ୍କୁ ଫଳକ ପ୍ରଦାନ କରି ସମ୍ବର୍ଦ୍ଧନା ଜଣାଉଛନ୍ତି । 

Exit mobile version