ଓଡ଼ିଶା ତାଜା ନ୍ୟୁଜ ( ୦୯ ଅକ୍ଟୋବର ଶୁକ୍ରବାର ) ଗଞ୍ଜାମ :- ଭଞ୍ଜନଗର ଥାନା ଅନ୍ତର୍ଗତ କଇଣ୍ଡି ଗ୍ରାମର ସୁଜାତା ବେହେରା (୩୦) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ମିଳିଥିବା ସୂଚନା ମୁତାବକ ସ୍ବାମୀ ଟୁକୁନା ବେହେରା ବାହାରେ ରହି କାମ କରୁଥିବା ବେଳେ ସୁଜାତା ଘରେ ଶାଶୁ ଶଶୁର ଙ୍କ ସହ ରହୁଥିଲେ । ହଠାତ କୌଣସି କାରଣ ରୁ ସୁଜାତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ଭଞ୍ଜନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ କୁ ପଠାଇଛି । ଏ ନେଇ କେସ ନମ୍ୱର୍ ୬୫/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି । ଅପରପକ୍ଷରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନାହିଁ । ( ରିପୋର୍ଟ : ଶେଷଦେବ ସାହୁ )
ବେକରେ ରଶି ଲଗାଇ ମହିଳାଙ୍କ ଆତ୍ମହତ୍ୟା

- Categories: Uncategorized, ଓଡ଼ିଶା, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026