ଓଡ଼ିଶା ତାଜା ନ୍ୟୁଜ (୧୨ ଅକ୍ଟୋବର ସୋମବାର ) ଗଞ୍ଜାମ :- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ର ପୁରୁଣାବନ୍ଧ ଗ୍ରାମ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବ୍ଲକ ପବ୍ଲିକ ରାଇଟ୍ସ ଆସୋସିଏସନ ପକ୍ଷରୁ ସ୍ଵଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଏନ ଏ ସି ମହିଳା ସେଲ ସମ୍ପାଦିକା ସଂଯୁକ୍ତା ମହାରଣାଙ୍କ ତତ୍ୱାବଧାନ ରେ ଆୟୋଜିତ ସ୍ଵଛତା କାର୍ଯ୍ୟକ୍ରମରେ ସବିତା ପଟନାୟକ, ପ୍ରଭାତୀ ବେହେରା, ରଶ୍ମିତା ବେହେରା, ଶୁଭଶ୍ରୀ ମହାରଣା, ଆରତୀ ଗୌଡ଼, ରାନୁ ଗୌଡ଼ ପ୍ରମୁଖ ଅନୁଷ୍ଠାନର ମହିଳାମାନେ ଯୋଗଦେଇ ଶ୍ରମଦାନ କରିଥିଲେ । ଆସୋସିଏସନ ର ଏପରି କାଯ୍ୟକ୍ରମକୁ ବିଭିନ୍ନ ମହଲରୁ ଉଚ୍ଚ ପ୍ରଶଂସା କରାଯାଇଛି । ( ରିପୋର୍ଟ : ଶେଷଦେବ ସାହୁ )
ପବ୍ଲିକ ରାଇଟ୍ସ ଆସୋସିଏସନ ପକ୍ଷରୁ ସ୍ଵଛତା କାର୍ଯ୍ୟକ୍ରମ

- Categories: Uncategorized, ଓଡ଼ିଶା, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026