ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶୁକ୍ରବାର ) ଗଞ୍ଜାମ :- ଗଞ୍ଜାମ ଏନ.ଏ.ସି. ପକ୍ଷରୁ ଦୁଇ ଜଣ ଅଙ୍ଗନବାଡି କର୍ମୀ ଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ କରାଯାଇଛି । ସେମାନେ ହେଲେ ଗଞ୍ଜାମ ଏନ ଏ ସି ର 3 ନମ୍ବର ୱାର୍ଡର ବବିତା ସେଠୀ ଓ 5 ନମ୍ବସର ୱାର୍ଡ ର ବବିତା ପଣ୍ଡା । ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସ ଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରିଣୀ ପ୍ରିୟଦର୍ଶିନୀ ରାଉତରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଭୟ ଅଙ୍ଗନବାଡି କର୍ମୀଙ୍କୁ ମାନପତ୍ର ଓ ସିଲ ପ୍ରଦାନ ପୂର୍ବକ କରୋନା ଯୋଦ୍ଧା ଭାବେ ସମ୍ମାନିତ କରିଥିଲେ । (ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )
ଗଂଜାମ ଏନ.ଏ. ସି. ଦ୍ଵାରା କରୋନା ଯୋଦ୍ଧା ଭାବେ ସମ୍ମାନୀତି ହେଲେ ; ଦୁଇ ମହିଳା ଅଙ୍ଗନବାଡି କର୍ମୀ

- Categories: Uncategorized, ଓଡ଼ିଶା, ହୋମ୍
Related Content
କଣ୍ଟାବାଞ୍ଜି ପୋଲିସର ତତ୍ପରତା ଓ ଅନିଲ ଅଗ୍ରୱାଲଙ୍କ ସାଧୁତା
by
Proprietor Abhimanyu Maharana
July 8, 2026
କାମ ସାରି ଘରକୁ ଫେରୁଥିବା ବେଳେ ନିଖୋଜ ହେଲେ ଡ୍ରାଇଭର ସୀତାରାମ ସାହୁ
by
Proprietor Abhimanyu Maharana
July 8, 2026
ଭାଲୁଖାଇ ଛେଳି ଗୁହାଳରୁ ଦୁଇ ଯୁବକଙ୍କ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
by
Proprietor Abhimanyu Maharana
July 8, 2026
ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ
by
Proprietor Abhimanyu Maharana
July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ
by
Proprietor Abhimanyu Maharana
July 8, 2026
ପୁରୀ ବିଚ୍ ଫଟୋଗ୍ରାଫର ମହାସଂଘ ବାର୍ଷିକ ସାଧାରଣ ନିର୍ବାଚନ
by
Proprietor Abhimanyu Maharana
July 8, 2026