ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶୁକ୍ରବାର ) ଛତ୍ରପୁର :- ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ମୋ ପରିବାର ଆନୁକୂଲ୍ୟରେ କରୋନା ଜନ ସଚେତନତା କାର୍ଯ୍ୟକ୍ରମ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିକଲଖଣ୍ଡି ପଞ୍ଚାୟତର ପୁରୁଣାପାଟଣା ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ଶ୍ରୀ ବେହେରା, ଛତ୍ରପୁର ବ୍ଲକ ଅଧକ୍ଷ ଏମ. ଧନଞ୍ଜୟ ରେଡୀ ଯୁବନେତା ଟୁକୁନା ଗୌଡ଼ ସନ୍ତୋଷ ବେହେରା ପ୍ରମୁଖ ସ୍ଥାନୀୟ ନେତୃତ୍ୱ ଜନସାଧାରଣଙ୍କୁ ପଞ୍ଚସୁତ୍ରି ନିୟମ ପାଳନ କରିବା ଯଥା ମାସ୍କ ପରିଧାନ କରିବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଉପରେ ସଚେତନତା କରାଯାଇଛି । (ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ)
ମାସ୍କ ବାଣ୍ଟି ସଚେତନତା କରାଇଲେ ଛତ୍ରପୁର ବିଧାୟକ

- Categories: Uncategorized, ଓଡ଼ିଶା, କରୋନା, ହୋମ୍
Related Content
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ
by
Proprietor Abhimanyu Maharana
September 14, 2026
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
by
Proprietor Abhimanyu Maharana
September 14, 2026
World Odisha Society pays tribute to Pranab Patnaik
by
Proprietor Abhimanyu Maharana
September 14, 2026
ମାନବ ସେବା ହିଁ ମାଧବ ସେବା
by
Proprietor Abhimanyu Maharana
September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ
by
Proprietor Abhimanyu Maharana
September 14, 2026
ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ
by
Proprietor Abhimanyu Maharana
September 14, 2026