ଓଡ଼ିଶା ତାଜା ନ୍ୟୁଜ (୧୮ ଅକ୍ଟୋବର ରବିବାର ) ଭଞ୍ଜନଗର :- ଭଞ୍ଜନଗର ଥାନା ଅଧୀନ କୁଶପଲ୍ଲୀ ଗ୍ରାମରେ ଜୁଆ ଖେଳ ଚାଲିଥିବା ନେଇ ଭଞ୍ଜନଗର ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅତର୍କିତ ଭାବେ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରିଥିଲା । ଘଟଣା ସ୍ଥଳରୁ ପୋଲିସ ୫ଜଣ ଜୁଆଡ଼ି ଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୧୩୦୧୦ଟଙ୍କା,୩ଟି ମୋବାଇଲ ଫୋନ ଓ ୨ଟି ତାସ ପ୍ୟାକେଟ ଜବତ କରାଯାଇଛି ଏ ନେଇ କେସ ନମ୍ବର ୫୪୪/୨୦ ରେ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି । (ରିପୋର୍ଟ : ଶେଷଦେବ ସାହୁ)
ଜୁଆ ଆଡ୍ଡାରେ ଚଢ଼ାଉ , ପାଞ୍ଚ ଜୁଆଡି ଗିରଫ

- Categories: Uncategorized, ଅପରାଧ, ଓଡ଼ିଶା, ହୋମ୍
Related Content
କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା
by
Proprietor Abhimanyu Maharana
July 9, 2026
କଣ୍ଟାବାଞ୍ଜି ପୋଲିସର ତତ୍ପରତା ଓ ଅନିଲ ଅଗ୍ରୱାଲଙ୍କ ସାଧୁତା
by
Proprietor Abhimanyu Maharana
July 8, 2026
କାମ ସାରି ଘରକୁ ଫେରୁଥିବା ବେଳେ ନିଖୋଜ ହେଲେ ଡ୍ରାଇଭର ସୀତାରାମ ସାହୁ
by
Proprietor Abhimanyu Maharana
July 8, 2026
ଭାଲୁଖାଇ ଛେଳି ଗୁହାଳରୁ ଦୁଇ ଯୁବକଙ୍କ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
by
Proprietor Abhimanyu Maharana
July 8, 2026
ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ
by
Proprietor Abhimanyu Maharana
July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ
by
Proprietor Abhimanyu Maharana
July 8, 2026