ଆଜି ସକାଳୁ ଭାରତ ଆଉ ଏକ ବଡ଼ ପଦକ୍ଷେପ ନେଇଛି – ‘ନାଗ’

ଓଡ଼ିଶା ତାଜା ନ୍ୟୁଜ (୨୨ ଅକ୍ଟୋବର ଗୁରୁବାର) ଭୁବନେଶ୍ୱର :- ଆଜି ସକାଳୁ ଭାରତ ଆଉ ଏକ ବଡ଼ ପଦକ୍ଷେପ ନେଇଛି । ‘ନାଗ’ ଆଣ୍ଟି-ଟ୍ୟାଙ୍କ ଗାଇଡେଡ୍ କ୍ଷେପଣାସ୍ତ୍ରର ଅନ୍ତିମ ପର୍ଯ୍ୟାୟକୁ ସଫଳତାର ସହ ପରୀକ୍ଷଣ କରିଛି । ଆଜି ସକାଳ ୬ଟା ୪୫ରେ ରାଜସ୍ଥାନର ପୋଖରଣ୍ ଫିଲ୍ଡ ଫାୟାରିଂ ରେଞ୍ଜରେ ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି ।

Exit mobile version