ବାଲେଶ୍ୱର ର ବିକାଶ ଧାରା ପାଈଁ ସ୍ପେଶାଲ ଫୋକସ୍ ଦେବେ – ନବୀନ ,ନିଜେ ବୁଝିବେ ବିକାଶ ଦାୟିତ୍ୱ

  1. ବାଲେଶ୍ୱର ପାଇଁ ବଡ ଘୋଷଣା କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ପରେ ବାଲେଶ୍ୱରର ବିକାଶ ଦାୟିତ୍ୱ ମୁଁ ନିଜେ ବୁଝିବି ବାଲେଶ୍ୱରକୁ ସ୍ପେଶାଲ ଫୋକସ ଦିଆଯିବ

ଓଡ଼ିଶା ତାଜା ନ୍ୟୁଜ (୨୯ ଅକ୍ଟୋବର ଗୁରୁବାର ) ବାଲେଶ୍ୱର : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଡିଜିଟାଲ ପ୍ରଚାର କରୁଛନ୍ତି ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପାଇଁ ଭୋଟ ମାଗିଲେ ବିଜେଡି ସୁପ୍ରିମୋ । ନବୀନଙ୍କ ଡିଜିଟାଲ ପ୍ରଚାର ବାଲେଶ୍ୱର ପାଇଁ ଡିଜିଟାଲ ପ୍ରଚାର କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଁ ଜାଣେ ମୋ ପ୍ରତି ଆପଣଙ୍କର ବହୁତ ଭଲ ପାଇବା ଅଛି

ମୁଁ ଆଜି ବାଲେଶ୍ୱର ଯାଇଥିଲେ ଆପଣ ବହୁ ସଂଖ୍ୟାରେ ଆସିଥାନ୍ତେ ମୁଁ ଚାହେଁନା ଆପଣଙ୍କ ସ୍ୱାସ୍ଥ୍ୟ ବିପଦରେ ପଡୁ, ତେଣୁ କରୋନା ଗଲା ପରେ ମୁଁ ନିଶ୍ଚୟ ଯିବି – ନବୀନ ବାଲେଶ୍ୱର ଆସିଲେ ମୁଁ ଫକୀର ମୋହନ ସେନାପତିଙ୍କୁ ମନେପକାଏ ମୁଁ ତାଙ୍କୁ ବହୁତ ମାନେ । ତାଙ୍କ ରେବତୀ ଗଳ୍ପ ମୋତେ ସବୁଠାରୁ ଭଲ ଲାଗେ (ଦୀପ୍ତିମାନ ପତି /ବାଲେଶ୍ୱର )

Exit mobile version