ଓଡ଼ିଶା ତାଜା ନ୍ୟୁଜ (୧ ନଭେମ୍ବର ରବିବାର) ପାରଳାଖେମୁଣ୍ତି :- ଗଜପତିଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ କଂଗ୍ରେସ କାର୍ଯ୍ୟଳୟରେ ପୂର୍ବତ୍ତନ ପ୍ରଧାନମନ୍ତୀ ସ୍ବର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ମହାପ୍ରୟାଣର ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମହନା ବିଧାୟକ ଦାଶରଥି ଗମାଙ୍ଗ, ଜାକବ ମାଝି,ଗୌରିଶଙ୍କର ପ୍ରଧାନି,ଦୁର୍ଗାସ ଶବର, ବିଷ୍ଣୁପାଢି,ସଂଜୟ ଅଧିକାରୀ ,ବାବୁଲି ସାହୁ,ବାପି ପଣ୍ଡା, ଶୂର୍ଯ୍ୟ ନାରାୟଣ ପାତ୍ର, ରାଜା ପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ନଗର କଂଗ୍ରେସ ସଭାପତି ବସନ୍ତ କୁମାର ପଣ୍ଡାଙ୍କ ଦ୍ବାରା ପରିଚାଳନା କରିଥିଲେ । ପାରଳାଖେମୁଣ୍ଡି (ଗରୁଡ଼ ଧ୍ୱଜ ଚୌଧୁରୀ)
ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରର ସ୍ୱର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ମୋହପ୍ର ୟାଣ ଦିବସ ପାଳନ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ 'ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର' ଉଦଘାଟିତ
by
Proprietor Abhimanyu Maharana
May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ
by
Proprietor Abhimanyu Maharana
May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ
by
Proprietor Abhimanyu Maharana
May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
May 9, 2026
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ
by
Proprietor Abhimanyu Maharana
May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ
by
Proprietor Abhimanyu Maharana
May 9, 2026