ଓଡ଼ିଶାରେ ୩,୦୨,୭୯୩ ଜଣ ପଜିଟିଭ୍‌ ଚିହ୍ନଟ । ୨,୮୮,୧୬୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ,୧୪୪୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ  

ଓଡିଶା ତାଜା ନ୍ୟୁଜ୍ (୯ନଭେମ୍ବର ,ସୋମବାର ) ଭୁବନେଶ୍ୱର  :-  ସ୍ୱାସ୍ଥ୍ୟ ସୂଚନା ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୯,୮୪,୫୫୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୦୨,୭୯୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨,୮୮,୧୬୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।

୧୪୪୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୩,୧୩୧ ରହିଛି । ୧୩,୧୩୧ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

 

 

Exit mobile version