Home ଓଡ଼ିଶା କଟକ ନଗର କଂଗ୍ରେସ ସଙ୍ଗଠନକୁ ମଜବୁତ କରିବାକୁ ହେଲେ ; ଲୋକମାନଙ୍କ ମୌଳିକ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିବାକୁ ହେବ by Proprietor Abhimanyu Maharana 6 years ago Share on FacebookShare on TwitterWhatsapp ଓଡ଼ିଶା ତାଜାନ୍ୟୁଜ୍ (୨୨ ନଭେମ୍ବର ରବିବାର) କଟକ :- କଂଗ୍ରେସ ସଙ୍ଗଠନକୁ ମଜବୁତ କରିବାକୁ ହେଲେ ଲୋକମାନଙ୍କ ମୌଳିକ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିବାକୁ ହେବ । କର୍ମୀ ମାନଙ୍କୁ ଏହି ଟିପ୍ସ ଦେଇଛନ୍ତି କଂଗ୍ରେସ ଦଳର କଟକ ନଗର ନବ ନିର୍ବାଚିତ ସଭାନେତ୍ରୀ ଗିରିବାଳା ବେହେରା । ଏଥିପାଇଁ ରବିବାର ଦଳ ପକ୍ଷରୁ , ବାରଙ୍ଗ ତ୍ରିଶୁଳିଆ ଠାରେ କର୍ମୀ ସମ୍ମଳନୀର ଆୟୋଜନ କରାଯାଇଥିଲା । ଯେଉଁଥିରେ କି 59 ଟି ୱାର୍ଡ ର କର୍ମୀଙ୍କ ସମେତ , ଜିଲ୍ଲାର କୋଣ ଅନୁକୋଣରୁ ଛୁଟି ଆସିଥିଲେ କର୍ମୀ ମାନେ ଏହି ସମ୍ମଳନୀକୁ । ନବନିର୍ବାଚିତ କଟକ ନଗର କଂଗ୍ରେସ ସଭାପତି ଗିରିବାଳା ବେହେରା ଙ୍କୁ କର୍ମୀ ମାନେ ସ୍ୱାଗତ ସମ୍ବର୍ଦ୍ଧନ କରିଥିଲେ । ଏହି ସମ୍ମିଳନୀରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ୍ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ , ପ୍ରତି ୱାର୍ଡରେ ହେଉଥିବା ଲୋକଙ୍କ ସମସ୍ୟା ପ୍ରତି ସମାଧାନ କରିବା ସହ , ସିଏମସି ଅବହେଳା ପ୍ରଦର୍ଶନ କରୁଥିବାରୁ ଏହାକୁ ବିରୋଧ କରିବାକୁ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଏକ ବନ୍ଧୁ ମିଳନର ଆୟୋଜନ କରାଯାଇଥିଲା । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) Categories: ଓଡ଼ିଶା, କଟକ, ହୋମ୍ Related Content ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026 ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ by Proprietor Abhimanyu Maharana September 8, 2026 ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ by Proprietor Abhimanyu Maharana September 8, 2026 Strengthening Odisha’s Power Transmission Infrastructure: A New Era of Confidence in Power System of Odisha by Proprietor Abhimanyu Maharana September 8, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ by Proprietor Abhimanyu Maharana September 7, 2026 କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ by Proprietor Abhimanyu Maharana September 7, 2026