
ଓଡ଼ିଶା ତାଜା ନ୍ୟୁଜ (୨୫ ନଭେମ୍ବର ବୁଧବାର) ଭୁବନେଶ୍ୱର :- ମେଷ : ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ। କୌଣସି କାର୍ଯ୍ୟ କିମ୍ବା ସମ୍ବନ୍ଧ ବିଗିଡ଼ିବା ପଛରେ ଏହି କ୍ରୋଧ କାରଣ ବନିପାରେ। ଶରୀରରେ ଫୂର୍ତ୍ତିର ଅଭାବ ରହିବ। ମାନସିକ ଅସୁସ୍ଥତାର ସ୍ଥିତିରେ ମନ କୌଣସି କାର୍ଯ୍ୟ କରିବା ପାଇଁ ପ୍ରେରିତ ହେବ ନାହିଁ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା କରିପାରନ୍ତି। ଚାକିରି କିମ୍ବା ବ୍ୟବସାୟ ସ୍ଥଳରେ ପରିବାର ମଧ୍ୟରେ ମନମାଳିନ୍ୟ ହେବ।

