ଓଡ଼ିଶା ତାଜା ନ୍ୟୁଜ (୧୩ ଡିସେମ୍ବର,ରବିବାର ) ରାଇରଙ୍ଗପୁର :- ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ନିକଟରେ ଘଟିଛି ଏଭଳି ଦୁର୍ଘଟଣା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
