ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ହେଲେ – ସ୍ନେହାଙ୍ଗିନୀ ଛୁରିଆ 

ଓଡ଼ିଶା ତାଜା ନ୍ୟୁଜ୍ (୦୧ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ଭୁବନେଶ୍ୱର, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ଦାୟିତ୍ବ ଦିଆଯାଇଛି ।

ସେ ପୂର୍ବରୁ ହସ୍ତତନ୍ତ ଓ ବୟନଶୀଳ୍ପ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି । ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଥିଲେ ମିନତୀ ବେହେରା ।

Exit mobile version