ଓଡ଼ିଶାରେ ୭୦,୧୨,୮୯୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି : ୩,୩୦,୩୦୯ ପଜିଟିଭ୍‌ ଚିହ୍ନଟ ; ୩,୨୫,୯୬୫ ଜଣ ସୁସ୍ଥ – ୧୮୮୩ ଜଣ ମୃତ୍ୟୁ  । 

ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ‘ମାସ୍କ ପିନ୍ଧନ୍ତୁ, ସୁରକ୍ଷିତ ରୁହନ୍ତୁ’

ଓଡ଼ିଶା ତାଜା ନ୍ୟୁଜ୍ (୩ ଜାନୁଆରୀ ରବିବାର) ଭୁବନେଶ୍ୱର :- ଗତକାଲି ମଧ୍ୟରାତ୍ରି ସୁଦ୍ଧା – ଓଡ଼ିଶାରେ ୭୦,୧୨,୮୯୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୦,୩୦୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୩,୨୫,୯୬୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୮୮୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨,୪୦୮ ରହିଛି । ୨,୪୦୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

 

Exit mobile version