ବ୍ରାହ୍ମଣ ଝିଅକୁ ବ୍ରାହ୍ମଣ ପୁଅ ବିବାହ କଲେ ମିଳିବ ୩ ଲକ୍ଷ ଟଙ୍କା

ଓଡ଼ିଶା ତାଜା ନ୍ୟୁଜ୍ (୮ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ଵର  :- ବ୍ରାହ୍ମଣ ଝିଅକୁ ବ୍ରାହ୍ମଣ ପୁଅ ବିବାହ କଲେ ମିଳିବ ୩ ଲକ୍ଷ ଟଙ୍କା । କର୍ଣ୍ଣାଟକ ସରକାରଙ୍କ ଅଧୀନରେ କାମ କରୁଥିବା ବ୍ରାହ୍ମଣ ବିକାଶ ବୋର୍ଡ ଏବେ ଅରୁନ୍ଧତୀ ଓ ମୈତ୍ରେୟୀ ନାମରେ ୨ଟି ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିଛି ।

ଅରୁନ୍ଧତୀ ଯୋଜନାରେ ପ୍ରତି ବ୍ରାହ୍ମଣ ଯୁବତୀଙ୍କ ବିବାହ ସମୟରେ ତାଙ୍କ ପରିବାରକୁ ବୋର୍ଡ ତରଫରୁ ୨୫,୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ। କିନ୍ତୁ ଯଦି ଯୁବତୀ ଜଣକ ନିଜ ସମୁଦାୟର ଜଣେ ପୁରୋହିତ କିମ୍ବା ମନ୍ଦିର ପୂଜାରୀଙ୍କୁ ବିବାହ କରିବେ, ତାହାହେଲେ ତାଙ୍କୁ ୩ ଲକ୍ଷ ଟଙ୍କା ମିଳିବ

Exit mobile version