ମିଳିଲାନି ସରକାର ଙ୍କ ମହାପ୍ରୟାଣ ସେବା , ବାଇକ ରେ ବୁହା ହେଲେ ଶବ

ପରିବାର ଲୋକେ ମହାପ୍ରୟାଣ ଗାଡିରେ ଶବ ନବାକୁ ଡାକ୍ତର ଙ୍କୁ କହିଥିଲେ । କିନ୍ତୁ ଡାକ୍ତର ମହାପ୍ରୟାଣ ଗାଡି ର ସୁବିଧା ନଥିବା କହି ଥିଲେ । ମୃତକ ଙ୍କ ସମ୍ପର୍କୀୟ ମେଡ଼ିକାଲ ରେ ଥିବା ଆମ୍ବୁଲାନ୍ସ କୁ ,ଅଟୋ କୁ ଯୋଗା ଯୋଗ କରିଥିଲେ । କିନ୍ତୁ ଶବ ନବା ପାଇଁ ଗାଡି ନମିଳିବାରୁ ବାଧ୍ୟହୋଇ ବାଇକ ରେ ବସାଇ ଘରକୁ ଆଣିଥିଲେ ସମ୍ପର୍କୀୟ । ତେବେ ଏ ନେଇ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।
Related Content
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର
by
Proprietor Abhimanyu Maharana
July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା
by
Proprietor Abhimanyu Maharana
July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା
by
Proprietor Abhimanyu Maharana
July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ
by
Proprietor Abhimanyu Maharana
July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ
by
Proprietor Abhimanyu Maharana
July 23, 2026