ଦଶପଲ୍ଲା ବିଧାୟକ ଙ୍କ ଦ୍ଵାରା ଶନି ମନ୍ଦିର ଉଦଘାଟିତ

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଫେବୃଆରୀ ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ନୂଆଗାଁ ଵୀରୁ ପାଖେ ଶ୍ୱର ମନ୍ଦିର ପରିସରରେ ଥିବା ଶନି ମନ୍ଦିର ଉଦଘାଟିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶନି ମନ୍ଦିର ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ,

ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍, ବିଜେଡ଼ି ସଭାପତି ସନାତନ ସାମଲ,ନୂଆଗାଁ ପଞ୍ଚାୟତ ବିଜେଡ଼ି ସଭାପତି ପ୍ରକାଶ କୁମାର ନାୟକ,ନୂଆଗାଁ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ, ବରିଷ୍ଠ ବିଜେଡ଼ି ସଂଗଠକ ଦିଲ୍ଲୀପ କୁମାର ଦଳ ବେହେରା,ଯୁବ ନେତା ଜିତେନ୍ଦ୍ର ସାହୁ,ସ୍ଥାନୀୟ ସରପଞ୍ଚ ,ବିଜେଡ଼ି ଉପ ସଭାପତି ମୂରଲୀଧର ଜେନା ପ୍ରମୁଖ ଯୋଗଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ) 

Exit mobile version