କୋଭିଡ ଗାଇଡଲାଇନ ନେଇ ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି : ଶିକ୍ଷାନୁଷ୍ଠାନରେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ (୨୨ ଫେବୃଆରୀ ସୋମବାର ) ଭୁବନେଶ୍ୱର :- କୋଭିଡ ଗାଇଡଲାଇନ ନେଇ ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି, ଶିକ୍ଷାନୁଷ୍ଠାନରେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ । କୋଭିଡ ଗାଇଡଲାଇନ କଡାକଡି ପାଳନ ନେଇ ଗଣଶିକ୍ଷା ବିଭାଗର ପଦକ୍ଷେପ ।

 

ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି । ଶିକ୍ଷାନୁଷ୍ଠାନରେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ।ମାସ୍କ ପିନ୍ଧିବା, ସାମାଜିକ ଦୂରତା ପାଳନ କରିବା ବାଧ୍ୟତାମୂଳକ । ଥର୍ମାଲ ସ୍କ୍ରିନିଂ ସହ ହାତ ଧୋଇବା ଓ ସାନିଟାଇଜ୍‌ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । 

କୋଭିଡ ଗାଇଡଲାଇନ

1 – ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବା ବାଧ୍ୟତାମୂଳକ
2 – ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ, ସାନିଟାଇଜର ବ୍ୟବହାର କରିବାକୁ ନିର୍ଦ୍ଦେଶ
3 – ସ୍କୁଲରେ ପାଠପଢା ବ୍ୟତୀତ ଅନ୍ୟ କାର୍ଯ୍ୟକ୍ରମ ମନା
4 – ନିୟମ ନମାନିଲେ ଗାଇଡଲାଇନ ଅନୁସାରେ ଦଣ୍ଡିତ ହେବେ

 

Exit mobile version