କୃଷି ଭିତ୍ତିକ ପ୍ରସାର କାର୍ଯ୍ୟକ୍ରମ ପାଇଁ କୃଷି ରଥ ର ଶୁଭ ଉଦଘାଟନ କଲେ – ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା

ଓଡ଼ିଶା ତାଜା ନ୍ୟୁଜ୍ (୧ ମାର୍ଚ୍ଚ,ସୋମବାର ଦଶପଲ୍ଲା :- ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍ କୃଷି କାର୍ଯ୍ୟାଳୟ ପରିସରରେ କୃଷି ଭିତ୍ତିକ ପ୍ରସାର କାର୍ଯ୍ୟକ୍ରମ ପାଇଁ କୃଷି ରଥର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା

ଯୋଗଦେଇ କୃଷି ଭିତ୍ତିକ ପ୍ରସାର କାର୍ଯ୍ୟକ୍ରମ ପାଇଁ କୃଷି ରଥର ଶୁଭ ଉଦଘାଟନ କରିଥିଲେ । କୃଷି ରଥର ଉଦଘାଟନ ସମୟରେ ବ୍ଲକ୍ ଅଧ୍ୟ କ୍ଷା ସୁନନ୍ଦା ସାହୁ, ଉପାଧ୍ୟକ୍ଷା ବସନ୍ତ କୁମାର ସାହୁ ଏବଂ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ) 

Exit mobile version