ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ

ଓଡ଼ିଶା ତାଜା ନ୍ୟୁଜ ( ୯ ମାର୍ଚ୍ଚ,ମଙ୍ଗଳବାର ରଣପୁର :- ରଣପୁର ଶିକ୍ଷା ବ୍ଲକ ର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କ ତତ୍ୱାବଧାନରେ 56 ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଛି l

ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ, ଏକ ହଳ ଜୋତା ଓ ଦୁଇ ହଳ ମୋଜା ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସୁଶୀଲ କୁମାର ରଣା,

ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବାବୁଲି ସ୍ୱାଇଁ, କମିଟିର ସଦସ୍ୟ ଗଣେଶ୍ୱର ପ୍ରଧାନ, ପାଣ୍ଡଵ ମାନଧାତା, ବିନାୟକ ପ୍ରଦାନ, ଅଙ୍ଗନବାଡି କର୍ମୀ ପୁଷ୍ପ ମଞ୍ଜରୀ ଦେଇ ପ୍ରମୁଖ ଉପସ୍ଥିତ ରହି ପୋଷାକ ବଣ୍ଟନ କରିଥିଲେ l(ରଣପୁର /ପ୍ରିୟମ୍ବଦା ମହାପାତ୍ରଙ୍କ ରିପୋର୍ଟ)

 

Exit mobile version