
ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ଭୁବନେଶ୍ଵର :- ରାଜଧାନୀ ଭୁବନେଶ୍ଵରରେ ଆଜିଠାରୁ ୫ ଦିନିଆ ରାଜ୍ୟସ୍ତରୀୟ କୃଷି ସମ୍ମିଳନୀ ‘କୃଷି ଓଡ଼ିଶା-୨୦୨୧’ ଆରମ୍ଭ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ କହିଛନ୍ତି କୃଷକଙ୍କ ସହିତ ସବୁବେଳେ ରହିଛନ୍ତି ଓ ରହିଥିବେ। ରହିଥିବିସବୁବେଳେ ଚାଷୀଙ୍କ ସହ ରହିଛନ୍ତି ଓ ରହିଥିବେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି ।
