ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 2020 :- ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବିଭାଗ ସାମିଲ ହୋଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ, ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବରୁ ଗୃହ, ସ୍ୱାସ୍ଥ୍ୟ, ଅନୁସୂଚିତ ଜାତି ଓ ଜନଜାତି, ନଗର ଉନ୍ନୟନ ବିଭାଗ ଏବଂ ମିଶନ ଶକ୍ତି ମୋ’ ସରକାରରେ ସାମିଲ ହୋଇଥିଲା । ପ୍ରଶାସନକୁ ଉତ୍ତରଦାୟୀ କରିବା ପାଇଁ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ସ୍ୱଚ୍ଛତା ଆଣିବା ପାଇଁ ୫-ଟି ଅଧିନରେ ମୋ’ ସରକାର କାର୍ଯ୍ୟକ୍ଷମ ହେଉଛି ।
ମୋ’ ସରକାରରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

- Categories: Uncategorized, ଓଡ଼ିଶା, ହୋମ୍
Related Content
ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା
by
Proprietor Abhimanyu Maharana
September 5, 2026
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି
by
Proprietor Abhimanyu Maharana
September 4, 2026
ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର - ଅଭିଯୋଗ ଆଣିଲେ ପରିବାର ଲୋକ
by
Proprietor Abhimanyu Maharana
September 4, 2026
ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା
by
Proprietor Abhimanyu Maharana
September 4, 2026
ବାଲିଗୁଡା ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ
by
Proprietor Abhimanyu Maharana
September 4, 2026
ସୃଷ୍ଟି ଏକାଡେମୀରେ CMA ଫାଉଣ୍ଡେସନ୍ କୋଚିଂ ପାଇଁ ICMAI ସହ ଆକ୍ରେଡିଟେସନ୍ ଚୁକ୍ତି
by
Proprietor Abhimanyu Maharana
September 4, 2026