ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 22.2.2020 :- ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମହାଶବିରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ସଭାପତି ସୁରେଶ କୁମାର ରାଉତରାୟ ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ କପିଳେଶ୍ୱର ମନ୍ଦିରର ଭୂସମ୍ପତ୍ତି ଅଧିକାରୀ ତଥା ସେବାୟତ ହରିହର ମାଲିଆଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକାମ୍ରଶ୍ରୀ ସମ୍ମାନ ପ୍ରଦାନ କରିଛନ୍ତି । ଏ ନେଇ ତାଙ୍କୁ ସ୍ଥାନୀୟ ଲୋକ ଶୁଭେଚ୍ଛା ଜଣାଇଛନ୍ତି ।
ଲିଙ୍ଗରାଜ ମନ୍ଦିରରେ ଭଜନ ସମାରୋହ

- Categories: Uncategorized, ଓଡ଼ିଶା, ହୋମ୍
Related Content
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ
by
Proprietor Abhimanyu Maharana
June 18, 2026
୭୮ ଦିନର ଅବିରତ ପଦଯାତ୍ରା ଭିଆଇପି ଦର୍ଶନ ପ୍ରୋଟୋକଲ ଦର୍ଶନ ଓ ଟଙ୍କା ଦେଇ ଦର୍ଶନ ବନ୍ଦ କର ପୁରୀବାସୀଙ୍କ ପାଇଁ ଗୋଟିଏ ଦ୍ବାର ଖୋଲ
by
Proprietor Abhimanyu Maharana
June 18, 2026
ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ରଥ ସମ୍ମୁଖରେ ଅନଧିକୃତ ନୃତ୍ୟକୁ ବିରୋଧ
by
Proprietor Abhimanyu Maharana
June 18, 2026
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା
by
Proprietor Abhimanyu Maharana
June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ 'ସଙ୍ଗୀତଧାରା' ପକ୍ଷରୁ ସମ୍ବର୍ଦ୍ଧନା
by
Proprietor Abhimanyu Maharana
June 17, 2026