ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଏପ୍ରିଲ , ବୁଧବାର ) ନୟାଗଡ଼ :- ଭାରତ ରତ୍ନ ବାବାସାହେବ ଡ. ବି.ଆର୍‌. ଆମ୍ବେଦକର ନିଜର ପ୍ରତିଭା ଓ ଅଧ୍ୟବସାୟ ବଳରେ ସମାଜସଂସ୍କାର, ଶିକ୍ଷା ଓ ରାଜନୀତି କ୍ଷେତ୍ରରେ ନିଜର ଅଲିଭା ସ୍ୱାକ୍ଷର ଛାଡ଼ି ଯାଇଛନ୍ତି ।

ସମାଜରେ ଉପେକ୍ଷିତ ଶ୍ରେଣୀର ଲୋକଙ୍କୁ ସାମାଜିକ ନ୍ୟାୟ ଦେବା ପାଇଁ ସେ ଅବିରତ ସଂଗ୍ରାମ କରିଥିଲେ ଏହି ଅବସରରେ ନଖଣ୍ଡ ଅଧିକାରୀ, ଅତିରିକ୍ତ ଜିଲ୍ଲାପାଳ, ପ୍ରକଳ୍ପ ନିଦ୍ଦେର୍ଶକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରମୁଖ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

Exit mobile version