ଓଡ଼ିଶା ତାଜା ନ୍ୟୁଜ (୧୭ ଅପ୍ରେଲ ଶନିବାର) ଭୁବନେଶ୍ୱର :- ଭାରତବର୍ଷ ମୁକ୍ତି ଆନ୍ଦୋଳନର ଅନନ୍ୟ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୪ତମ ପବିତ୍ର ଶ୍ରାଦ୍ଧ ଦିବସ ଆଜି ରାଜ୍ୟବ୍ୟାପୀ କୋଭିଡ୍ କଟକଣାରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଦଳର ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା, ମାନ୍ୟବର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ମନ୍ତ୍ରୀ ଟୁକୁନି ସାହୁ, ମାନ୍ୟବର ବିଧାୟକ ପ୍ରଫୁଲ୍ଲ ସାମଲ, ମାନ୍ୟବର ବିଧାୟକ ଅନନ୍ତ ନାରାୟଣ ଜେନା,
