ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କରୋନା ପଜିଟିଭ ହୋଇଛନ୍ତି – ଟ୍ୱିଟ କରି ଦେଲେ ସୂଚନା

ଓଡ଼ିଶା ତାଜା ନ୍ୟୁଜ୍ (୦୭ ମଇ ଶୁକ୍ରବାର ) ଭୁବନେଶ୍ୱର :- ସେଲିବ୍ରିଟଙ୍କ ଠାରୁ ଆରମ୍ଭ କରି ନେତା ମନ୍ତ୍ରୀମାନେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ ଆଇନ ମନ୍ତ୍ରୀ ପ୍ରତାପ ଜେନା କରୋନା ପଜିଟିଭ ହୋଇଛନ୍ତି । ଏନେଇ ଖୋଦ୍ ପ୍ରତାପ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଟ୍ୱିଟରେ ସୂଚନା ଦେବା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ପ୍ରତାପ କହିଛନ୍ତି ।

 

Exit mobile version