କୋଭିଡ୍‌ ସଂକ୍ରମିତ ବିଜୟଶ୍ରୀ ରାଉତରାୟ ଙ୍କ ପାଇଁ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୦୮ ମଇ ଶନିବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଦଳରବରିଷ୍ଠ ନେତା ତ ଥା ପୂର୍ବତନ ମନ୍ତ୍ରୀ ଶ୍ରୀ ବିଜୟଶ୍ରୀ ରାଉତରାୟ କୋଭିଡ୍‌ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣି ଚିନ୍ତା ପ୍ରକଟ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

Exit mobile version