ଇଡକୋରେ ନୂତନ ସିଏମଡିଙ୍କ ଦାୟିତ୍ଵ ଗ୍ରହଣ

ଇଡକୋ କର୍ମଚାରୀ ଏବଂ ବିଭିନ୍ନ ଶିଳ୍ପ ପ୍ରତିଷ୍ଠାନମାନଙ୍କର ଥିବା ଅଭିଯୋଗଗୁଡିକ ସେମାନେ ସିଧାସଳଖ ଇ-ମେଲ୍ ଜରିଆରେ ଏହାର ଅଧ୍ୟକ୍ଷଙ୍କୁ ଜଣାଇବା ନିମନ୍ତେ ବ୍ୟବସ୍ଥା କରାଯିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି, ଯାହାକୁ କି ସେ ବ୍ୟକ୍ତିଗତ ଭାବରେ ଯାଞ୍ଚ ତଥାପ କାର୍ଯ୍ୟ।ଲୋଚନା କରିବେ ବୋଲି ସୂଚନା ଦେଇଥିଲେ । ରାଜ୍ୟରେ ଶିଳ୍ପର ବିକାଶ ଏବଂ ନୂତନ ଶିଳ୍ପ ପ୍ରତିଷ୍ଠା ଦିଗରେ ଆବଶ୍ୟକ ଥିବା ସମସ୍ତ ଜରୁରୀ ପଦକ୍ଷେପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ସେ ଇଡକୋର ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।
Related Content
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ
by
Proprietor Abhimanyu Maharana
October 18, 2026
ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ
by
Proprietor Abhimanyu Maharana
October 18, 2026
ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ
by
Proprietor Abhimanyu Maharana
October 18, 2026
ମା’ଦୁର୍ଗା ଙ୍କ ମହାଗୌରୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ : ପୀଠରେ ମହାଷ୍ଟମୀ ପୂଜା, ମୃଣ୍ମୟୀ ଦେବୀଙ୍କ ମହାସପ୍ତମୀ ପୂଜାରେ ଆଧ୍ୟାତ୍ମିକ ପରିବେଶ
by
Proprietor Abhimanyu Maharana
October 18, 2026
ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି
by
Proprietor Abhimanyu Maharana
October 18, 2026
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ
by
Proprietor Abhimanyu Maharana
October 18, 2026