ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା ସମସ୍ତ ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଦେଶ ୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର ବୈତରଣୀ ନଦୀରେ ବନ୍ୟା ସମ୍ଭାବନା ଥିବାରୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଜନତାଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ପ୍ରମାଣିତ ହୋଇଛି – ମୁଖ୍ୟମନ୍ତ୍ରୀ ତ୍ରୁଟିଶୂନ୍ୟ ପରିଚାଳନା ପାଇଁ ରାଜ୍ୟ ପ୍ରଶାସନ, କେନ୍ଦ୍ର ସରକାରଙ୍କ ବିଭିନ୍ନ ସଂସ୍ଥା ଏବଂ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
