
ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୭, ୩୯୫କରୋନା ରୋଗୀ : ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି


ଅନ୍ୟପକ୍ଷେ, ମୟୂରଭଞ୍ଜରୁ ୩୮୪, ନବରଙ୍ଗପୁରରୁ ୧୯୬, ନୟାଗଡରୁ ୨୪୩, ନୂଆପଡ଼ାରୁ ୨୨, ପୁରୀରୁ ୩୫୬, ରାୟଗଡାରୁ ୧୨୫, ସମ୍ବଲପୁରରୁ ୧୩୭, ସୋନପୁରରୁ ୯୧, ସୁନ୍ଦରଗଡରୁ ୨୬୭ ଏବଂ ଷ୍ଟେଟ ପୁଲ୍ରୁ ୧୪୫ ଜଣ ବାହାରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧, ୩୪୭ ଜଣ ରୋଗୀ କରୋନା ମୁକ୍ତ ହୋଇଛନ୍ତି ।
Related Content
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ
by
Proprietor Abhimanyu Maharana
September 14, 2026
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
by
Proprietor Abhimanyu Maharana
September 14, 2026
World Odisha Society pays tribute to Pranab Patnaik
by
Proprietor Abhimanyu Maharana
September 14, 2026
ମାନବ ସେବା ହିଁ ମାଧବ ସେବା
by
Proprietor Abhimanyu Maharana
September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ
by
Proprietor Abhimanyu Maharana
September 14, 2026
ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ
by
Proprietor Abhimanyu Maharana
September 14, 2026