ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ଭୁବନେଶ୍ୱର 3.4.2020 ରିପୋର୍ଟ :– ଭୁବନେଶ୍ୱର ରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ କରୋନା ଆକ୍ରାନ୍ତ ବମିଖାଲ ଅଞ୍ଚଳର ବୋଲି ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ପୂର୍ବରୁ ଦୁଇ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଓଡିଶାରେ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଗୋଟିଏ ଦିନରେ ରଜ୍ୟରୁ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି ତେବେ ଭୁବନେଶ୍ୱର ରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ସହର ସଟଡ଼ାଉନ କରାଯାଇଛି । ଏହି ସମୟରେ ପ୍ରାୟ ସମସ୍ତ ଗାଡି ଚଳାଚଳ ବନ୍ଦ ରଖାଯିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିବ ବୋଲି ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି ।
ଭୁବନେଶ୍ୱର ବମିଖାଲରେ ୩ କରୋନା ଆକ୍ରାନ୍ତ – ମୋଟ ୯

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ
by
Proprietor Abhimanyu Maharana
September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି
by
Proprietor Abhimanyu Maharana
September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ
by
Proprietor Abhimanyu Maharana
September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ର ସମାପନୀ ସମାରୋହ
by
Proprietor Abhimanyu Maharana
September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର
by
Proprietor Abhimanyu Maharana
September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
September 10, 2026